ପ୍ରଥମ ଦଧିବାମନ କ୍ରିକେଟ କପ୍ ଉଦଘାଟିତ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ଠାରେ ଡିବିସିସି ଆନୁକୁଲ୍ୟରେ ପ୍ରଥମ ଦଧିବାମନ କ୍ରିକେଟ କପ୍ ମଙ୍ଗଳବାର ଦିନ ଉଦଘାଟିତ ହୋଇଯାଇଛି। ଵହଳପଦର ସେବା ସମବାୟ ସମିତିର ସମ୍ପାଦକ ପ୍ରଫୁଲ୍ଲ ଦନ୍ତା ଓ ସରପଞ୍ଚ ପ୍ରତିନିଧି ଗୋପାଳ ସେଠୀ ଅତିଥି ଭାବେ ଯୋଗଦେଇ ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ କରିଥିଲେ।

କୋଟସମଲେଇକୁ ହରାଇ ଦେଉଳମୁଣ୍ଡା ଦଳ ସେମିଫାଇନାଲରେ ପ୍ରବେଶ କରିଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes