ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ; ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ କଲେ ଆଲୋଚନା

ଆଜି ଦିଲ୍ଲୀ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାମାରୀ ପରେ ଏହା ସୌଜନ୍ୟମୂଳକ ସାକ୍ଷାତ ଥିଲା। ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀଙ୍କୁ ସହାୟତା ମାଗିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes