ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ OYO ପ୍ରତିଷ୍ଠାତା ତଥା ସିଇଓ ରିତେଶ ଅଗ୍ରୱାଲ୍

OYO ପ୍ରତିଷ୍ଠାତା ତଥା ସିଇଓ ରିତେଶ ଅଗ୍ରୱାଲ୍ ବିବାହ କରିବେ।

ଏ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ନିମନ୍ତ୍ରଣ ପତ୍ର ଦେଇଛନ୍ତି। ରାୟଗଡ଼ାର ପୁଅ ହେଉଛନ୍ତି ରିତେଶ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version