ଭୁବନେଶ୍ବର ଏକାମ୍ର କଲେଜ ପରିସରରେ ଗଛ ଲଗାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜିଠାରୁ ସାରା ରାଜ୍ୟରେ ୭୫ ଲକ୍ଷ ବୃକ୍ଷ ରୋପଣ କରିବେ ସରକାର। ପୂର୍ବାହ୍ନ ୧୧ଟା ସୁଦ୍ଧା ୨୨ ଲକ୍ଷ ୯୦ ହଜାରରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବା ସୂଚନା ମିଳିଛି।
Credible Local News of Odisha