ବାହାନଗା ଟ୍ରେନ୍ ଟ୍ରାଜେଡି ନେଇ ଉଭୟ ନେତା କଥା ହୋଇଛନ୍ତି।
ଜୀବନ ବଞ୍ଚାଇବାକୁ ଯଥାସମ୍ଭବ ଉଦ୍ୟମ କରାଯାଇଛି ବୋଲି ନବୀନ କହିଛନ୍ତି। ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ। ବିପଦ ବେଳେ ଲୋକଙ୍କ ସହଯୋଗକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ।
Credible Local News of Odisha