ପ୍ରଧାନମନ୍ତ୍ରୀଙ୍କ ସାମ୍ନାରେ ଦାବି ରଖିଲେ ମୁଖ୍ୟମନ୍ତ୍ରୀ ନବୀନ

ବନ୍ଦେ ଭାରତ ଲୋକାର୍ପଣ କାର୍ଯ୍ୟକ୍ରମରେ ଓଡ଼ିଶା ପକ୍ଷରୁ ପୁରୀ ଇଣ୍ଟରନ୍ୟାସନାଲ ଏୟାରପୋର୍ଟ ଦାବି ଦୋହରାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଆଗାମୀ ୩/୪ ବର୍ଷ ଭିତରେ ଏୟାରପୋର୍ଟ କାମ ସରିବା ଆଶା କଲେ। ରାଜ୍ୟ ପାଇଁ ଆଉ ୨ଟି ବନ୍ଦେ ଭାରତ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ। ଅନୁଗୁଳ-ସୁକିନ୍ଦା ଓ ପାରାଦୀପ-ହରିଦାସପୁର ଲାଇନରେ ପାସେଞ୍ଜର ଟ୍ରେନ୍ ଦାବି କରିଛନ୍ତି। ମୋଦିଙ୍କ ନେତୃତ୍ବରେ ଶୀଘ୍ର ବୁଲେଟ୍ ଟ୍ରେନ୍ ସ୍ବପ୍ନ ସାକାର ନେଇ ଆଶା କଲେ ନବୀନ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version