ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟି ରାଜ୍ୟର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କୁ ଏକ ରୁପା ତାରକସି ଫଳକ ଉପହାର ଭେଟି ଦେଲେ ମୁଖ୍ୟମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes