ପ୍ରଫେସର ରବୀନ୍ଦ୍ର କୁମାର ପଣ୍ଡା ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ନିଯୁକ୍ତ

ପ୍ରଫେସର ଶ୍ରୀ ପଣ୍ଡାଙ୍କୁ ୪ ବର୍ଷ ପାଇଁ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍‌।

ପ୍ରଫେସର ରବୀନ୍ଦ୍ର କୁମାର ପଣ୍ଡା ଏବେ ବରୋଦା ସ୍ଥିତ ମହାରାଜା ସାୟାଜୀରାଓ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟ କରୁଛନ୍ତି। ତାଙ୍କ ପାଖରେ ୨୯ ବର୍ଷର ଶିକ୍ଷାଦାନ ଅଭିଜ୍ଞତା ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes