ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ଗଣଶିକ୍ଷା ବିଭାଗର ଏସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କରିଛନ୍ତି। ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ। ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା ଓ ଅନ୍ୟାନ୍ୟ ଅଫିସ୍ କାମ ଜାରି ରହିବ।