କଟକ ଓ ଭୁବନେଶ୍ବରରେ ପ୍ରବଳ ବର୍ଷା ଓ ଘଡ଼ଘଡ଼ି ନେଇ ୩ ଘଣ୍ଟିଆ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହାସହ ଢେଙ୍କାନାଳ, ଯାଜପୁର, ଭଦ୍ରକ, ନୟାଗଡ଼, କନ୍ଧମାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାକୁ ମଧ୍ୟ ୱାର୍ଣ୍ଣିଂ ଜାରି ହୋଇଛି।
Credible Local News of Odisha