ପ୍ରବଳ ବର୍ଷା ନେଇ କାଲି ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବଜ୍ରପାତ ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes