ପ୍ରଭାବରେ କାଲିଠୁ ୧୫ ତାରିଖ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ପ୍ରଭାବରେ କାଲିଠୁ ୧୫ ତାରିଖ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

କାଲି ଅତିପ୍ରବଳ ବର୍ଷା ନେଇ କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes