ପ୍ରସନ୍ନ ଦେବ ସେନା ପକ୍ଷରୁ ବିଶାଳ ଶୋଭାଯାତ୍ରା ଓ ଦାବି ପତ୍ର ପ୍ରଦାନ

ଆଜି ଭଦ୍ରକ ଜିଲ୍ଲା ବାସୁଦେବପୁର ଠାରେ ଜମି ଜବର ଦଖଲ ଉଚ୍ଛେଦ, ପର୍ଯ୍ୟଟନ ସ୍ଥଳୀ ମାନ୍ୟତା ଦାବିରେ ପ୍ରସନ୍ନ ଦେବ ସେନାର ବିଶାଳ ଶୋଭାଯାତ୍ରା ଓ ଦାବି ପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ତହସିଲଦାରଙ୍କୁ ପ୍ରଦାନ କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version