ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ନେଇ ତାଲିମ ଶିବିର

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟରେ ଏନଡିଆରଏଫ୍ ତରଫରୁ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି ।

ଅଧ୍ୟକ୍ଷ ବଳଦେବ ପୁଜାହାରୀ ଏଥିରେ ସଭାପତିତ୍ବ କରିଥିଲେ । ଏଥିରେ ଏନଡିଆରଏଫର ସବ-ଇନ୍ସପେକ୍ଟର ହେମରାଜ ପାଣ୍ଡେ, ସୁଜିତ ବେହେରା ଓ ସହଯୋଗୀମାନେ ଛାତ୍ରଛାତ୍ରୀମାନଙ୍କୁ ପୁଙ୍ଖାନୁପୁଙ୍ଖ ଭାବରେ ତାଲିମ ପ୍ରଦାନ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes