ପ୍ରାଥମିକ ବି-ଆଡ ଶିକ୍ଷକଙ୍କ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବି ପତ୍ର

ସୁନ୍ଦରଗଡ଼ ସଦର ବ୍ଲକ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ବି ଆଡ ଶିକ୍ଷକ ଙ୍କ ବିଭିନ୍ନ ଦାବିକୁ ଶିକ୍ଷକ ନେତା ମାନେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଦାବି ପତ୍ର ପ୍ରଦାନ କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes