ରାଜ୍ୟରେ ପ୍ଲାଷ୍ଟିକ ବ୍ୟବହାର କଟକଣା କଡାକଡି କରିବାକୁ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି l
ଏଥିସହ ରାସ୍ତା ନିର୍ମାଣ ଓ ସିମେଣ୍ଟକାରଖାନା ଗୁଡିକରେ ଅଧିକ ପରିମାଣର ପ୍ଲାଷ୍ଟିକ ବର୍ଜ୍ୟ ବ୍ୟବହାର କରିବାକୁ ସେ ପରାମର୍ଶ ଦେଇଛନ୍ତି l
Credible Local News of Odisha