ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ

ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ ହାଣ୍ଡିଫୁଟା ଗ୍ରାମରେ ପାଦ ପେଣ୍ଡୁ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି । ସାନସିମିଳିଆ ଦଳ ପ୍ରତିଯୋଗିତାରେ ପ୍ରଥମ ହୋଇଥିଲା ।

ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଅଧ୍ୟକ୍ଷ୍ୟ କାହ୍ନୁଚରଣ ସୋରେନ, ୩ନମ୍ବର ଜିଲ୍ଲା ପରିଷଦ ସଭ୍ୟ ସିରୁ ସରେନ ସମେତ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇ ପୁରସ୍କାର ବିତରଣ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version