ଫେବ୍ରୁଆରୀ ୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଫେବ୍ରୁଆରୀ ୧୦ରେ ଓଡ଼ିଶା ଆସି ରମାଦେବୀ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ।

ଏ ନେଇ ରମାଦେବୀ ବିଶ୍ୱବିଦ୍ୟାଳୟ କୁଳପତି ଅପରାଜିତା ଚୌଧୁରୀ ସୂଚନା ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes