ଫେବ୍ରୁଆରୀ ୧୭ ତାରିଖରୁ ବିଧାନସଭା ବଜେଟ୍ ଅଧିବେଶନ

ଦୁଇଟି ପର୍ଯ୍ୟାୟରେ ବିଧାନସଭା ବଜେଟ୍ ଅଧିବେଶନ ଚାଲିବାକୁ ଥିବାବେଳେ ଫେବ୍ରୁଆରୀ ୨୦ରେ ଆଗତ ହେବ ବଜେଟ୍-୨୦୨୬।

ଏପ୍ରିଲ ୮ ତାରିଖ ଯାଏଁ ଚାଲିବ ବଜେଟ୍ ଅଧିବେଶନ। ପ୍ରଥମ ଦିନ ଗୃହରେ ଅଭିଭାଷଣ ରଖିବେ ରାଜ୍ୟପାଳ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes