ଫେବ୍ରୁଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ୍ ପରୀକ୍ଷା

ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ହେବ ମାଟ୍ରିକ୍ ପରୀକ୍ଷା ହେବ ବୋଲି ଆଜି ରାଜ୍ୟ ସରକାର ଘୋଷଣା କରିଛନ୍ତି।

ଅକ୍ଟୋବର ମାସରେ ଫର୍ମ ପୂରଣ ଆରମ୍ଭ ହେବ। ମାର୍ଚ୍ଚ ୧୨ରୁ ଖାତା ଦେଖା ଆରମ୍ଭ ହେବ। ଏକା ସାଙ୍ଗରେ ମଧ୍ୟମା ଓ ଓପନ ସ୍କୁଲ ପରୀକ୍ଷା ଅନୁଷ୍ଠିତ ହେବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes