PUCC ପ୍ରସଙ୍ଗରେ ହାଇକୋର୍ଟ ଏହି ଗୁରୁତ୍ବପୂର୍ଣ୍ଣ ରାୟ ଦେଇଥିବା ନେଇ ସୂଚନା ଦେଲେ AG ପୀତାମ୍ବର ଆଚାର୍ଯ୍ୟ। ମୋଟର ଯାନ ଆଇନ ଧାରା ୧୬୭, ଉପଧାରା ୧୨ ଅନୁଯାୟୀ ଦେଲେ ରାୟ।
ଏହାସହିତ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ। ସରକାରଙ୍କ ପକ୍ଷରୁ AG ପୀତାମ୍ବର ଆଚାର୍ଯ୍ୟ ଯୁକ୍ତି ଉପସ୍ଥାପନ କରିଥିଲେ।
Credible Local News of Odisha