ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା

ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଲଘୁଚାପର ଗତି ଓ ପ୍ରଭାବ ନେଇ ସ୍ପଷ୍ଟ ହୋଇପାରି ନାହିଁ କହିଛି ପାଣିପାଗ ବିଭାଗ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes