ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ ଉତ୍ତର-ପଶ୍ଚିମ ମୁହାଁ ହେବାର ସମ୍ଭାବନା ଥିବାବେଳେ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି।
୨୪ ଘଣ୍ଟାରେ କୋରାପୁଟ, ନବରଙ୍ଗପୁର, ମାଲକାନଗିରିରେ ସର୍ବାଧିକ ବର୍ଷା ହୋଇଛି। ୨୮ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।