ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ଏହା ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବ।ଏଥିସହ ସଂଲଗ୍ନ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଛତିଶଗଡ଼ ଆଡ଼କୁ ୪୮ ଘଣ୍ଟା ମଧ୍ୟରେ ଗତି କରିବାର ସମ୍ଭାବନା ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes