ବଜେଟରେ VB-G RAM G ପାଇଁ ୫୫୭୫ କୋଟି ଟଙ୍କା

ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା ପାଇଁ ୬୩୫ କୋଟି ଏବଂ ୧୦୦ ସ୍ମାର୍ଟ ଫାର୍ମ ମାର୍କେଟ (ମଡେଲ୍ ମଣ୍ଡି) ପାଇଁ ୧୦୦ କୋଟି ବ୍ୟବସ୍ଥା କରାଯାଇଛି। ବିଶ୍ବର ବୃହତ ଶସ୍ୟ ଷ୍ଟୋରେଜ୍ ଯୋଜନା ପାଇଁ ୨୪୦ କୋଟି ଏବଂ ରେୟାର ଆର୍ଥ କରିଡର୍ ପାଇଁ ୧୦ କୋଟି ଟଙ୍କା ରହିଛି।

ରାଜ୍ୟ AI ମିଶନ ପାଇଁ ୨୩ କୋଟି ଏବଂ ଟୁରିଜିମ୍ ଲ୍ୟାଣ୍ଡ ବ୍ୟାଙ୍କ ସ୍କିମ୍ ବାବଦକୁ ୧୫୦ କୋଟି ଟଙ୍କାର ବ୍ୟବସ୍ଥା ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes