ବଜେଟ୍‌ରେ ଓଡ଼ିଶା ପାଇଁ ୧୦ ହଜାର ୯୨୮ କୋଟି ଟଙ୍କା

ଇଷ୍ଟ- ୱେଷ୍ଟ କରିଡରରୁ ଓଡ଼ିଶାକୁ ବଡ଼ ଫାଇଦା ମିଳିବ। ଇଷ୍ଟ- ୱେଷ୍ଟ କରିଡର ଓଡ଼ିଶା ଦେଇ ଛତିଶଗଡ଼, ମହାରାଷ୍ଟ୍ର, ଗୁଜରାଟ ଯିବ। ଓଡ଼ିଶାର ଶିଳ୍ପ ବିକାଶରେ ଇଷ୍ଟ- ୱେଷ୍ଟ କରିଡର ବଡ଼ ଭୂମିକା ନିଭାଇବ କହିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।

ଗତ ୧୧ ବର୍ଷରେ ଓଡ଼ିଶାରେ ୨ ହଜାର ୨ ଶହ କିମି ନୂଆ ଟ୍ରାକ୍‌ ତିଆରି ହୋଇଛି। ଯାହା ସମଗ୍ର ମାଲେସିଆରେ ଥିବା ଟ୍ରେନ୍‌ ଟ୍ରାକ୍‌ଠାରୁ ଅଧିକ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଦେଉଛି। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଡବଲ ଇଞ୍ଜିନ ସରକାର ବେଶ୍‌ ଭଲ କାମ କରୁଛି କହିଛନ୍ତି ଅଶ୍ୱିନୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes