ବଜ୍ରାଘାତରେ ନାବାଳକ ସମେତ ତିନି ମୃତ

ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ଜଡ଼ାମୁଣ୍ଡା ଗ୍ରାମରେ ଆଜି ଅପରାହ୍ନରେ ବଜ୍ରାଘାତରେ ଜଣେ ନାବାଳକ ସମେତ ତିନି ଜଣ ପ୍ରାଣ ହରାଇଛନ୍ତି l
ସେମାନେ ଗ୍ରାମ ପୋଖରୀକୁ ଶୌଚ ହେବାକୁ ଯାଇଥିବା ବେଳେ ବଜ୍ରପାତ ହୋଇଥିଲା l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version