ବଡଖମାରରେ ରକ୍ତଦାନ ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଳକ ବଡଖମାର ଠାରେ ଆଜି ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଲାଲ ବାହାଦୁର ଯୁବକ ସଂଘ ଓ ଓଡିଶା ମୋ ପରିବାର ତରଫରୁ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes