ବଢ଼ିଲା ଅଙ୍ଗନବାଡି ଶିଶୁଙ୍କ ପୋଷାକର ସରକାରୀ ମୂଲ୍ୟ

ବାଳକଙ୍କ ପୋଷାକ ମୂଲ୍ୟ ୧୦୦ରୁ ବଢ଼ି ୧୭୫ ଟଙ୍କା ହୋଇଥିବା ବେଳେ ବାଳିକାଙ୍କ ପୋଷାକ ପାଇଁ ୧୫୦ରୁ ବଢ଼ି ହେଲା ୨୨୫ ଟଙ୍କା।

ସେହିପରି ଜୋତା ପାଇଁ ଖର୍ଚ୍ଚ ହେଉଥିବା ୧୦୦ ଟଙ୍କା ବଢ଼ି ୧୫୦ ଟଙ୍କା ହେଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes