ବଦଳିଲା ଛାତ୍ରଛାତ୍ରୀଙ୍କ ଆଇଡି କାର୍ଡ ରଙ୍ଗ

ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଆଇଡି କାର୍ଡ ରଙ୍ଗ ବଦଳିଥିବା ବେଳେ ୨୦୨୫-୨୬ ଶିକ୍ଷାବର୍ଷରୁ ନୂଆ ଆଇଡି କାର୍ଡ ପିନ୍ଧିବେ ଛାତ୍ରଛାତ୍ରୀ।

ଆଇଡି କାର୍ଡ ସବୁଜ ରଙ୍ଗରୁ ଗେରୁଆ ରଙ୍ଗକୁ ପରିବର୍ତ୍ତନ କରାଯାଇଛି।ହାଉସ ୟୁନିଫର୍ମ ଓ ଟୋପିର ଲୋଗୋ ମଧ୍ୟ ପରିବର୍ତ୍ତନ ହୋଇଛି। ଟୋପିର ରଙ୍ଗ ଧଳା ଓ ସେଥିରେ ସ୍ଲୋଗାନ ସହ ଲୋଗୋ ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes