ବବିତା ପାତ୍ର ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ନିଯୁକ୍ତ

ବବିତା ପାତ୍ରଙ୍କୁ ରାଜ୍ୟ ସରକାର ୩ ବର୍ଷ ପାଇଁ ନିଯୁକ୍ତି ଦେଇଥିବା ନେଇ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି।

ଶିଶୁ ସୁରକ୍ଷା ଆୟୋଗରେ ଆଉ ୬ ସଦସ୍ୟ ସ୍ଥାନ ପାଇଛନ୍ତି। ସେମାନେ ହେଲେ ସୁକେଶୀ ଓରାମ, କଳ୍ପନା ଲେଙ୍କା, ଚନ୍ଦନା ଦାସ, କସ୍ତୁରୀ ମିଶ୍ର, ମନସ୍ମିତା ଖୁଣ୍ଟିଆ, ସୁଜାତା ନାୟକ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes