ବରିଷ୍ଠ ନାଗରିକଙ୍କୁ ପରିଚୟ ପତ୍ର ବଣ୍ଟନ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରସ୍ଥିତ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟଳୟ ଠାରେ ଆଜି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକଙ୍କ ଦ୍ୱାରା ବରିଷ୍ଠ ନାଗରିକମାନଙ୍କୁ ପରିଚୟ ପତ୍ର ପ୍ରଦାନ କରାଯାଇଛି ।

ସଭାପତି ଡ. ପ୍ରଫୁଲ୍ଲ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଉପଖଣ୍ଡ ପୋଲିସ ଅଧିକାରୀ ହେମନ୍ତ ରାଓ ଓ ବରିଷ୍ଠ ଶିକ୍ଷାବିତ୍ କୃଷ୍ଣଚନ୍ଦ୍ର ପାଢ଼ୀ ମଞ୍ଚାସିନ ଥିଲେ । ଦ୍ଵିତିକୃଷ୍ଣ ପଣ୍ଡା କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes