ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ରାଜ୍ୟ ସରକାର

୬୦ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ।ଖୁବ୍‌ଶୀଘ୍ର ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା ଆରମ୍ଭ ହେବ ନେଇ ସମସ୍ତ ଜିଲ୍ଲାପାଳଙ୍କୁ ପର୍ଯ୍ୟଟନ ବିଭାଗ ଚିଠି କରିଛି।

୩୫ ହଜାର ଲୋକଙ୍କୁ ଏହି ଯୋଜନାରେ ସାମିଲ କରାଯିବ, ପଞ୍ଚାୟତସ୍ତରରେ ହିତାଧିକାରୀ ଚୂଡ଼ାନ୍ତ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes