ବରିଷ୍ଠ ନାଗରିକ ସଙ୍ଘ ତରଫରୁ ବୈଠକ ଅନୁଷ୍ଠିତ

ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଉପଖଣ୍ଡ ଉଦଳାରେ ଆଜି ବରିଷ୍ଠ ନାଗରିକ ସଙ୍ଘ ତରଫରୁ ଏକ ବୈଠକ ଅନୁଷ୍ଠିତ ହୋଇଛି ।

ଏଥିରେ ଉଦଳା ଅଞ୍ଚଳର ଅନେକ ବରିଷ୍ଠ ନାଗରିକ ଯୋଗ ଦେଇ ବରିଷ୍ଠ ନାଗରିକଙ୍କ ମୌଳିକ ଅଧିକାର ଓ ଅବହେଳିତ ବରିଷ୍ଠ ନାଗରିକଙ୍କୁ ସରକାରଙ୍କ ନିକଟରେ ଦାବି ଉପସ୍ଥାପନ କରିବା ଆଲୋଚନା ହୋଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes