ବର୍ଷା ଓ ବଜ୍ରପାତ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟରେ ଏକାଧିକ ସ୍ଥାନରେ ବଜ୍ରପାତ ସହ ସ୍ୱଳ୍ପରୁ ମଧ୍ୟମ ବର୍ଷା ସମ୍ଭାବନା ଥିବାରୁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଖୋର୍ଦ୍ଧା, ପୁରୀ, ଗଜପତି, ଗଞ୍ଜାମ, କଟକ, ନୟାଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଜଗତସଂହପୁର, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes