ବର୍ଷା ପାଇଁ ଆଲର୍ଟ; ଆଜି ଠାରୁ ବଢ଼ିବ ନଦୀ ଗୁଡ଼ିକର ଜଳସ୍ତର

ତଳିଆ ଅଞ୍ଚଳରେ ଅଧିକ ପାଣି ଜମିବା ନେଇ ସତର୍କ କଲେ ଜଳସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ। ୧୫ ଜିଲ୍ଲାର ୪୩ ବ୍ଲକ୍‌ରେ ୫୦ ମିଲିମିଟର ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ହୀରାକୁଦର ୧୨ଟି ଗେଟ୍‌ ଖୋଲା ଯାଇଛି, ସ୍ଥିତି ଦେଖି ଅଧିକ ଗେଟ୍‌ ଖୋଲାଯିବ।

ବର୍ତ୍ତମାନ ସମସ୍ତ ନଦୀର ଜଳସ୍ତର ବିପଦ ସଂକେତ ତଳେ ରହିଛି କହିଛନ୍ତି ସର୍ବୋଚ୍ଚ ଯନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes