ବର୍ଷା ସମ୍ଭାବନା ନେଇ ଆଗାମୀ ୩ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ରାୟଗଡ଼ା, ନୟାଗ, କଳାହାଣ୍ଡି, ନୂଆପଡ଼ା, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes