ବଲାଙ୍ଗିର ଜିଲ୍ଲାରେ ଆସନ୍ତା ୧୮ରୁ ୨୧ ତାରିଖ ଯାଏଁ ସ୍କୁଲ ଛୁଟି ଘୋଷଣା ହୋଇଛି। ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି। ପରେ ପରିସ୍ଥିତି ଦେଖି ଖରାଛୁଟି ନିଷ୍ପତ୍ତି ହେବ କହିଛି ପ୍ରଶାସନ।
Credible Local News of Odisha