ବଲାଙ୍ଗୀରରେ ଅନ୍ତ ଜିଲ୍ଲା ଫୁଟବଲ ଟୁର୍ଣ୍ଣାମେଣ୍ଟ

ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ତରଫରୁ ଅନ୍ତଜିଲ୍ଲା ଫୁଟବଲ ଟୁର୍ଣ୍ଣାମେଣ୍ଟ ଟାଉନ ବାଳକ ହାଇସ୍କୁଲ ଖେଳ ପଡିଆରେ ଚାଲିଛି।

ଏଥିରେ ମୁଖ୍ଯ ଅତିଥି ଭାବରେ ଯୋଗଦାନ କରିଥିଲେ ପୂର୍ବତନ ସାଂସଦ ଶ୍ରୀଯୁକ୍ତ ଅନଙ୍ଗ ଉଦୟ ସିଂହଦେଓ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes