ବସ୍‌କୁ ହାଇୱା ପିଟିବା ଘଟଣାରେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି

ଦୁର୍ଘଟଣାରେ ଗୁରୁତର ୧୩ ଜଣଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି।

ଉଲ୍ଲେଖଯୋଗ୍ୟ, ସମ୍ବଲପୁର-ଝାରସୁଗୁଡ଼ା ବିଜୁ ଏକ୍ସପ୍ରେସ୍ ୱେରେ ଗତକାଲି ଜିନ୍ଦଲ କାରଖାନାର ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ବସ ସହ ଏକ ହାଇୱାର ଧକ୍କା ହୋଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes