ବସ ଦୁର୍ଘଟଣାଗ୍ରସ୍ତ, ଜଣେ ମୃତ

ଆଜି ସନ୍ଧ୍ୟାରେ ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ନାଏକପଡ଼ା ନିକଟରେ ସମ୍ବଲପୁରରୁ ବୀରମହାରାଜପୁର ଅଭିମୁଖେ ଆସୁଥିବା ଏକ ଘରୋଇ ବସ ଅନ୍ୟ ଏକ ଗାଡ଼ିକୁ ପାର୍ଶ୍ଵ ଦେଉଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇ ଏକ ବାଇକ ଆରୋହୀଙ୍କୁ ଧକ୍କା ଦେଇଥିବା ଜଣାଯାଇଛି । ଏଥିରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes