ବାଇକ ଧକ୍କାରେ ଜଣେ ଗୁରୁତର ଆହତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସୁବଳୟା ଥାନା ଅନ୍ତର୍ଗତ ଜଟେସିଂହା ଠାରେ ଆଜି ଏକ ଅଜଣା ବାଇକ ଧକ୍କାରେ ଜଣେ ଅଜଣା ସାଇକେଲ ଆରୋହୀ ଗୁରୁତର ହୋଇଛନ୍ତି।

ବୀରମହାରାଜପୁର ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଆହତ ଙ୍କୁ ଉଦ୍ଧାର କରି ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes