ବାଉ‌ଁଶୁଣିରେ ଯୁଗ୍ମ ଅଭିଯୋଗ ଜନଶୁଣାଣୀ ଶିବିର ଅନୁଷ୍ଠିତ

ବୌଦ୍ଧ ଜିଲ୍ଲା ବାଉଁଶୁଣି ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଆଜି ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ଓ ଆରକ୍ଷୀ ଅଧିକ୍ଷକ ଜ୍ଞାନ ରଞ୍ଜନ ମାହାନ୍ତିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି।

ଏଥିରେ ୮୦ ରୁ ଅଧିକ ହିତାଧିକାରୀ ନାମ ପୁଞ୍ଜିକରଣ କରି ବିଭିନ୍ନ ସମସ୍ୟାର ଅସୁବିଧା ବିଷୟରେ ଅଭିଯୋଗ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes