ବାଗବରରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବାଗବର ଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା ପକ୍ଷରୁ ପଞ୍ଚାୟତସ୍ତରୀୟ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।

ସ୍ଥାନୀୟ ସରପଞ୍ଚ ନିରୂପମା ବଗର୍ତ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବ୍ଳକ ଅଧ୍ୟକ୍ଷା ଶାନ୍ତି ଲୁହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes