ବାଗବରରେ ବିଭିନ୍ନ ପ୍ରକଳ୍ପ ଶୁଭାରମ୍ଭ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବାଗବର ପଞ୍ଚାୟତ ପରିସରରେ ଆଜି ପବିତ୍ର ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଜନସାଧାରଣ ଉଦ୍ଦେଶ୍ୟରେ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗୋଷ୍ଠୀ ପାଇଖାନାର ଶୁଭାରମ୍ଭ କରିଥିଲେ।

ଏଥିରେ ଉପାଧ୍ୟକ୍ଷ ନାରାୟଣ ଲୁହା, ସରପଞ୍ଚ ନିରୁପମା ବଗର୍ତ୍ତି, ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋତିଲାଲା ସୁଲିଆ, ପଞ୍ଚାୟତ ଅଧିକାରୀ ସମେତ ଅନ୍ୟାନ୍ୟ ମାନେ ସାମିଲ ହୋଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes