ବାଗବର ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସାଧାରଣତନ୍ତ୍ର ଦିବସ ପାଳିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବାଗବର ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଆଜି ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏଥିରେ ସରପଞ୍ଚ ନିରୂପମା ବଗର୍ତ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes