ବାଗବର ସ୍କୁଲରେ ସାଧାରଣତନ୍ତ୍ର ଦିବସ ପାଳିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବାଗବର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଆଜି ୭୪ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।‌

ପ୍ରଧାନ ଶିକ୍ଷକ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ସମସ୍ତ ଛାତ୍ରଛାତ୍ରୀ ଓ‌ ଶିକ୍ଷକଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version