ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବାଗବର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଆଜି ୭୪ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।
ପ୍ରଧାନ ଶିକ୍ଷକ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ।
Credible Local News of Odisha