ବାଙ୍ଗଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ସମ୍ବଲପୁରରେ ବାଙ୍ଗଲାଦେଶୀ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରି ସେମାନଙ୍କ ବିରୋଧରେ ପଦକ୍ଷେପ ନେବାକୁ ଦାବି କରିଛି ସମ୍ବଲପୁର ବିଜେପି ଯୁବ ମୋର୍ଚ୍ଚା ।

ଆଜି ଏନେଇ ଜିଲ୍ଲା ପ୍ରଶାସନକୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes