ବାଚସ୍ପତି ପଦ ପାଇଁ ଆଜି ନାମାଙ୍କନ ଭରିବେ ପ୍ରମିଳା ମଲ୍ଲିକ

ଓଡ଼ିଶା ବିଧାନସଭାର ବାଚସ୍ପତି ପଦ ପାଇଁ ଆଜି ନାମାଙ୍କନ ଭରିବେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ। ପ୍ରମିଳା ମଲ୍ଲିକଙ୍କୁ ଗତକାଲି ବିଜେଡି ପ୍ରାର୍ଥୀ ଘୋଷଣା କରିଥିଲା।

ଆସନ୍ତାକାଲି ସକାଳ ସାଢ଼େ ୯ଟାରେ ବାଚସ୍ପତି ନିର୍ବାଚନ ହେବ। ବିକ୍ରମ କେଶରୀ ଆରୁଖଙ୍କୁ ମନ୍ତ୍ରୀ କରାଯିବା ପରେ ଖାଲି ପଡ଼ିଥିଲା ବାଚସ୍ପତି ପଦ। ପ୍ରମିଳା ବାଚସ୍ପତି ହେଲେ ସେ ହେବେ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes